Nehemiah 6:5 — Compare Translations

5 translations compared side by side

Odia - 1840
"ଏହାପରେ ସନ୍ବଲ୍ଲଟ୍ ଆପଣା ଦାସ ହାତ ରେ ଖଣ୍ଡେ ଚିଠିଦଇେ ପଞ୍ଚମ ଥର ସହେି ସମବାର୍ତ୍ତା ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ତେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସ‌ନ୍‌ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ଡେ ଚିଠିଦେଇ ପଞ୍ଚମ ଥର ସେହି ସମବାର୍ତ୍ତା ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋ’ ନିକଟକୁ ପଠାଇଲା।