Nehemiah 6:7 — Compare Translations

5 translations compared side by side

Odia - 1840
"'ଯିହୁଦା ରେ ଏକ ରାଜା ଅଛନ୍ତି!' ବୋଲି ଆପଣା ବିଷଯ ୟିରୁଶାଲମ ରେ ଘାଷେଣା କରିବା ପାଇଁ ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ନିୟୁକ୍ତି କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ । ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ ।
Odia Bible ERV 2004 (ପବିତ୍ର ବାଇବଲ)
‘ଯିହୁଦାରେ ଏକ ରାଜା ଅଛନ୍ତି!’ ବୋଲି ଆପଣା ବିଷୟ ଯିରୁଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ନିଯୁକ୍ତି କରିଅଛ। “ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏଣୁ ଏବେ ଆସ ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍‍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”