Nehemiah 6:8 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କରୁଅଛ, ସପରେି କୌଣସି କାର୍ୟ୍ଯ କରାଯାଉ ନାହିଁ, ତୁମ୍ଭେ କବଳେ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କହୁଅଛ,ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କରୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ, ତୁମ୍ଭେ କେବଳ ଆପଣା ମନରୁ ତାହା ସବୁ କଳ୍ପନା କରୁଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।”