Nehemiah 6:9 — Compare Translations

5 translations compared side by side

Odia - 1840
"ଏହି ଚିନ୍ତାକରି ସମାନେେ ଆମ୍ଭକୁ ଭୟଭୀତ କଲେ, ସମାନଙ୍କେ ହସ୍ତ ଦୁର୍ବଳ ହବେ ଓ ପ୍ରାଚୀର କାର୍ୟ୍ଯ ଶଷେ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ଵର, ମୋହର ହସ୍ତ ସବଳ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଚିନ୍ତାକରି ସେମାନେ ଆମ୍ଭକୁ ଭୟଭୀତ କଲେ, ସେମାନଙ୍କ ହସ୍ତ ଦୁର୍ବଳ ହେବ ଓ “ପ୍ରାଚୀର କାର୍ଯ୍ୟ ଶେଷ ହେବ ନାହିଁ।” ତେଣୁ ମୁଁ ପ୍ରାର୍ଥନା କରି କହିଲି, “ହେ ମୋର ପରମେଶ୍ୱର ମୋତେ ସବଳ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।
Odia IRV 2017 (ଓଡିଆ ବାଇବେଲ)
ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।