Nehemiah 7:1 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ। ଏହାପରେ ଆମ୍ଭେ ସମସ୍ତ ଦ୍ବାର ରେ କବାଟ ଲଗାଇଲୁ। ଏହାପରେ, ମୁଁ ଦ୍ବାରପାଳ ଗାଯକ ଓ ଲବେୀୟମାନଙ୍କୁ ନିୟୁକ୍ତି କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ଵାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ, ଏହା ପରେ ଆମ୍ଭେ ସମସ୍ତ ଦ୍ୱାରରେ କବାଟ ଲଗାଇଲୁ। ଏହା ପରେ, ମୁଁ ଦ୍ୱାରପାଳ ଗାୟକ ଓ ଲେବୀୟମାନଙ୍କୁ ନିଯୁକ୍ତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ।