Nehemiah 7:2 — Compare Translations

5 translations compared side by side

Odia - 1840
"ଏହାପରେ ମୁଁ ମାରେଭାଇ ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନିଯକୁ ୟିରୁଶାଲମ ଉପରେ ନିୟୁକ୍ତ କଲି କାରଣ ହନାନିଯ ବିଶ୍ବସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ବରଙ୍କୁ ଭୟ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଆପଣା ଭ୍ରାତା ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ଵସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ଵରଙ୍କୁ ଭୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ମୋର ଭାଇ ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନିୟକୁ ଯିରୁଶାଲମ ଉପରେ ନିଯୁକ୍ତ କଲି କାରଣ ହନାନିୟ ବିଶ୍ୱସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।