Nehemiah 7:3 — Compare Translations

5 translations compared side by side

Odia - 1840
"ଆଉ ମୁଁ ହନାନିକୁ ଓ ହନାନିଯକୁ କହିଲି, ଦିନ ରେ ସୂର୍ୟ୍ଯ ପ୍ରଚଣ୍ତ ନ ହବୋ ପର୍ୟ୍ଯନ୍ତ ଯେପରି ଫାଟକ ନ ଖୋଲା ୟାଏ, ଆଉ ଲୋକମାନେ ପ୍ରହରୀ କର୍ମ ରେ ଠିଆ ହବୋ ବେଳେ ସୁର୍ୟ୍ଯାସ୍ତ ସମୟରେ ଦ୍ବାରସବୁ ବନ୍ଦ କରନ୍ତୁ। ପୁଣି ତୁମ୍ଭମାନେେ ୟିରୁଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିୟୁକ୍ତ କର। କେତକେ ପ୍ରହରୀ ସମାନଙ୍କେ ଶିବିର ରେ ଛିଡା ହୁଅନ୍ତୁ ଓ ଅନ୍ୟ ପ୍ରହରୀମାନେ ନିଜ ଗୃହ ରେ ସମ୍ମୁଖ ରେ ରହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ସେମାନଙ୍କୁ କହିଲି, ସୂର୍ଯ୍ୟ ପ୍ରଚଣ୍ତ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ଵାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ଵାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ହନାନିକୁ ଓ ହନାନିୟକୁ କହିଲି, “ଦିନରେ ସୂର୍ଯ୍ୟ ପ୍ରଚଣ୍ତ ନ ହେବା ପର୍ଯ୍ୟନ୍ତ ଯେପରି ଫାଟକ ନ ଖୋଲା ଯାଏ, ଆଉ ଲୋକମାନେ ପ୍ରହରୀ କର୍ମରେ ଠିଆ ହେବା ବେଳେ ସୂର୍ଯ୍ୟାସ୍ତ ସମୟରେ ଦ୍ୱାରସବୁ ବନ୍ଦ କରନ୍ତୁ। ପୁଣି ତୁମ୍ଭେମାନେ ଯିରୁଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର। କେତେକ ପ୍ରହରୀ ସେମାନଙ୍କ ଶିବିରରେ ଛିଡ଼ା ହୁଅନ୍ତୁ ଓ ଅନ୍ୟ ପ୍ରହରୀମାନେ ନିଜ ଗୃହର ସମ୍ମୁଖରେ ରହନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”