Nehemiah 7:39 — Compare Translations

5 translations compared side by side

Odia - 1840
"ଯାଜକଗଣ: ଯେଉଁମାନେ ୟିଦଯିଯର ଭବିଷ୍ଯତ ବଂଶଧର ଓ ଯଶୂେଯ ପରିବାରର ସଭ୍ଯ 973 ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକଗଣ: ଯେଉଁମାନେ ଯିଦୟିୟର ଭବିଷ୍ୟଦ୍ ବଂଶଧର ଓ ଯେଶୂୟ ପରିବାରର ସଭ୍ୟ 973 ଜଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
Odia IRV 2017 (ଓଡିଆ ବାଇବେଲ)
ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।