Nehemiah 7:4 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧିଅରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହାଇନେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଫେରିଥିବା ବନ୍ଦୀମାନଙ୍କର ତାଲିକା ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧ୍ୟରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା।