Nehemiah 7:43 — Compare Translations
5 translations compared side by side
Odia - 1840
"କଦ୍ମୀଯଲଙ୍କେ ଦ୍ବାରା ହଦେବାର ମାଧ୍ଯମ ରେ ଯଶୂେଯ ପରିବାରବର୍ଗରୁ ଆସିଥିବା ଲବେୀୟମାନଙ୍କର ସଂଖ୍ଯା 74 ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ-ମାନଙ୍କ ମଧ୍ୟରୁ ଯେଶୂୟର, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
କଦ୍ମୀୟେଲଙ୍କ ଦ୍ୱାରା ହେଦବାର ମାଧ୍ୟମରେ ଯେଶୂୟ ପରିବାରବର୍ଗରୁ ଆସିଥିବା ଲେବୀୟମାନଙ୍କର ସଂଖ୍ୟା 74 ଜଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
Odia IRV 2017 (ଓଡିଆ ବାଇବେଲ)
ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।