Nehemiah 7:45 — Compare Translations
5 translations compared side by side
Odia - 1840
"ଏହିମାନେ ହେଲେ ଦ୍ବାରପାଳଗଣ: ଶଲ୍ଲୁମର ବଂଶଧରମାନେ, ଆଟର, ଟଲ୍ମୋନ, ଅକ୍କବ, ହଟୀଟା ଓ ଶୋବଯ 138 ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ ହେଲେ ଦ୍ୱାରପାଳଗଣ: ଶଲ୍ଲୁମର ବଂଶଧରମାନେ, ଆଟର, ଟଲ୍ମୋନ, ଅକ୍କୂବ, ହଟୀଟା ଓ ଶୋବୟ 138 ଜଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ।