Nehemiah 7:5 — Compare Translations
5 translations compared side by side
Odia - 1840
"ଏହାପରେ ବଂଶାବଳି କ୍ରମେ ଗଣିତ ହବୋପାଇଁ କୁଳନୀମାନଙ୍କୁ ଓ ଅଧ୍ଯକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମାରେପରମେଶ୍ବର ମାେ ମନ ରେ ପ୍ରବୃତ୍ତି ୟାତ କଲେ। ଆଉ ଯେଉଁମାନେ ପ୍ରଥମେ ଆସିଲେ, ମୁଁ ସମାନଙ୍କେର ବଂଶାବଳି ପୁସ୍ତକ ପାଇଲି। ତହିଁରେ ଏହା ଲଖାେ ୟାଇଥିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ଵର ମୋʼ ମନରେ ପ୍ରବୃତ୍ତି ଦେଲେ । ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବଂଶାବଳି କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋର ପରମେଶ୍ୱର ମୋ’ ମନରେ ପ୍ରବୃତ୍ତି ଯାତ କଲେ। ଆଉ ଯେଉଁମାନେ ପ୍ରଥମେ ଆସିଲେ, ମୁଁ ସେମାନଙ୍କର ବଂଶାବଳି ପୁସ୍ତକ ପାଇଲି। ତହିଁରେ ଏହା ଲେଖା ଯାଇଥିବାର ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋ’ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,