Nehemiah 7:6 — Compare Translations

5 translations compared side by side

Odia - 1840
"ଯେଉଁମାନେ ବନ୍ଦୀରୂପେ ଥିଲେ, ସମାନଙ୍କେ ମଧ୍ଯରୁ ପ୍ରଦେଶୀଯ ଏହି ସନ୍ତାନଗଣ ପ୍ରେତ୍ୟକକ ୟିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫରେି ଆସିଲେ। ବାବିଲର ରାଜା ନବୂଖଦ୍ନିତ୍ସର ୟିହୁଦୀଯମାନଙ୍କୁ କରାଯତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୁଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ବନ୍ଦୀରୂପେ ଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକ ଯିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫେରି ଆସିଲେ। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିହୁଦୀୟମାନଙ୍କୁ କରାୟତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;