Nehemiah 7:60 — Compare Translations
5 translations compared side by side
Odia - 1840
"ମନ୍ଦିରର ସମୁଦାଯ ଦାସ ଓ ଶଲୋମନଙ୍କ ଦାସମାନଙ୍କର ବଂଶଧର 392 ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରର ସମୁଦାୟ ଦାସ ଓ ଶଲୋମନଙ୍କ ଦାସମାନଙ୍କର ବଂଶଧର 392 ଜଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ।