Nehemiah 7:61 — Compare Translations

5 translations compared side by side

Odia - 1840
"ତଲମେଲହେ, ତେଲ୍ହର୍ଶା, କଋବ୍, ଅଦ୍ଦ୍ନ ଓ ଇମ୍ ମାରେ, ଏସବୁ ସ୍ଥାନରୁ ଲୋକମାନେ ସବୁ ଆସିଲେ। ମାତ୍ର ସମାନେେ ଇଶ୍ରାୟେଲୀୟ ଲୋକମାନେ ବୋଲି ନିଜ ନିଜ ପିତୃ ପରିବାର ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସହେି ଲୋକମାନେ ହେଲେ ଏହିମାନେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତେଲମେଲହ, ତେଲହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ତେଲମେଲହ, ତେ‌‌‌‌ଲ୍‌‌‌‌‌‌‌ହର୍ଶା, କଋବ୍, ଅଦ୍ଦନ ଓ ଇ‌‌‌‌‌‌ମ୍‌‌‌‌‌‌ମୋର, ଏସବୁ ସ୍ଥାନରୁ ଲୋକମାନେ ସବୁ ଆସିଲେ। ମାତ୍ର ସେମାନେ ଇସ୍ରାଏଲୀୟ ଲୋକମାନେ ବୋଲି ନିଜ ନିଜ ପିତୃ ପରିବାର ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସେହି ଲୋକମାନେ ହେଲେ ଏହିମାନେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦୋନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ତେଲ୍‍-ମେଲହ, ତେଲ୍‍-ହର୍ଶା, କଋବ୍‍, ଅଦ୍ଦନ୍‍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,