Nehemiah 7:63 — Compare Translations
5 translations compared side by side
Odia - 1840
"ଯାଜକମାନଙ୍କ ପରିବାର ମଧ୍ଯରୁ ହବାଯ, ହକୋସ ଓ ବର୍ସିଲ୍ଲଯର ବଂଶଧର। ଏହି ବର୍ସିଲ୍ଲଯ ଗିଲିଯଦୀଯ ବସିଲ୍ଲଯର ଏକ କନ୍ଯାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ସେ ଖ୍ଯାତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କ ପରିବାର ମଧ୍ୟରୁ ହବାୟ, ହକୋସ ଓ ବର୍ସିଲ୍ଲୟର ବଂଶଧର। ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ସେ ଖ୍ୟାତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।