Nehemiah 7:64 — Compare Translations
5 translations compared side by side
Odia - 1840
"ସମାନେେ ସମାନଙ୍କେର ପରିବାରର ଇତିହାସ ଖାଜେିଲେ, ସମାନଙ୍କେର ମଧିଅରେ ଯେଉଁମାନଙ୍କର ପୂର୍ବପୁରୁଷ ପଞ୍ଜିକୃତ ହାଇେଥିଲେ, ମାତ୍ର ସମାନେେ ପାଇଲେ ନାହିଁ। ତେଣୁ ସମାନେେ ଯାଜକତ୍ବରୁ ଅ ଯୋଗ୍ଯ ଘୋଷିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେମାନଙ୍କର ପରିବାରର ଇତିହାସ ଖୋଜିଲେ, ସେମାନଙ୍କର ମଧ୍ୟରେ ଯେଉଁମାନଙ୍କର ପୂର୍ବପୁରୁଷ ପଞ୍ଜିକୃତ ହୋଇଥିଲେ, ମାତ୍ର ସେମାନେ ପାଇଲେ ନାହିଁ। ତେଣୁ ସେମାନେ ଯାଜକତ୍ୱରୁ ଅଯୋଗ୍ୟ ଘୋଷିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ।