Nehemiah 7:65 — Compare Translations
5 translations compared side by side
Odia - 1840
"ଶାସନକର୍ତ୍ତା ସମାନଙ୍କେୁ କହିଲେ, ଯେଉଁ ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାସନକର୍ତ୍ତା ସେମାନଙ୍କୁ କହିଲେ, ଯେଉଁ ଊରୀମ୍ ଓ ତୁମ୍ମୀମ୍ ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ।