Nehemiah 7:67 — Compare Translations
5 translations compared side by side
Odia - 1840
"ଏହା ଛଡା ସମାନଙ୍କେ ଦାସଦାସୀ 7,337 ଜଣ ଥିଲେ। ସମାନଙ୍କେର 24"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଛଡ଼ା ସେମାନଙ୍କ ଦାସଦାସୀ 7337 ଜଣ ଥିଲେ। ସେମାନଙ୍କର 245 ଜଣ ଗାୟକ ଗାୟୀକା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ।