Nehemiah 7:70 — Compare Translations

5 translations compared side by side

Odia - 1840
"ପରିବାରର ପ୍ରଧାନମାନଙ୍କ ମଧ୍ଯରୁ କହେି କହେି ସହେି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା 1,000 ସ୍ବର୍ଣ୍ଣମୁଦ୍ରା, ପଗ୍ଭଶ କୁଣ୍ତ, 530 ଯାଜକିଯ ବସ୍ତ୍ର ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପିତୃବଂଶୀୟ ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ । ଶାସନକର୍ତ୍ତା ଭଣ୍ତାରରେ ଡାରିକ୍ ନାମକ ଏକ ହଜାର ସ୍ଵର୍ଣ୍ଣମୁଦ୍ରା, ପଚାଶ କୁଣ୍ତ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରିବାରର ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା 1000 ସ୍ୱର୍ଣ୍ଣମୁଦ୍ରା, ପଗ୍ଭଶ୍ କୁଣ୍ତ, 530 ଯାଜକୀୟ ବସ୍ତ୍ର ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍‍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା।