Nehemiah 7:71 — Compare Translations
5 translations compared side by side
Odia - 1840
"ଆଉ ପରିବାରର କେତକେ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ବର୍ଣ୍ଣ ମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପିତୃବଂଶୀୟ କେତେକ ପ୍ରଧାନ ଲୋକ କର୍ମର ଭଣ୍ତାରରେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ତ ରୂପା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପରିବାରର କେତେକ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ୱର୍ଣ୍ଣମୁଦ୍ରା ଓ 2200 ରୂପାମୁଦ୍ରା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।