Nehemiah 7:72 — Compare Translations

5 translations compared side by side

Odia - 1840
"ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ବର୍ଣ୍ଣମୁଦ୍ରା ଓ 2,000 ରୂପା ମୁଦ୍ରା ଓ ସତଷଠି ଯାଜକୀଯ ବସ୍ତ୍ର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ତ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ୱର୍ଣ୍ଣମୁଦ୍ରା ଓ 2000 ରୂପାମୁଦ୍ରା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଲୋକ ସମସ୍ତେ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।