Nehemiah 7:73 — Compare Translations
5 translations compared side by side
Odia - 1840
"ଏହାପରେ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ ଓ ମନ୍ଦିରର ସବେକମାନେ ଓ ସମଗ୍ର ଇଶ୍ରାୟେଲୀୟ ନିଜ ନିଜ ନଗର ରେ ବାସ କଲେ। ଏଣୁ ସପ୍ତମ ମାସ ରେ ସମସ୍ତ ଇଶ୍ରାୟେଲୀୟମାନେ ନିଜ ନିଜ ନଗର ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯାଜକମାନେ ଓ ଲେବୀୟମାନେ ଓ ଦ୍ଵାରପାଳମାନେ ଓ ଗାୟକମାନେ, ଆଉ ଲୋକମାନଙ୍କ ମଧ୍ୟରୁ କେତେକ ଓ ନଥୀନୀୟମାନେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ । ଏଉତ୍ତାରେ ସପ୍ତମ ମାସ ଉପସ୍ଥିତ ହେଲା, ଆଉ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ ଓ ମନ୍ଦିରର ସେବକମାନେ ଓ ସମଗ୍ର ଇସ୍ରାଏଲୀୟ ନିଜ ନିଜ ନଗରରେ ବାସ କଲେ। ଏଣୁ ସପ୍ତମ ମାସରେ ସମସ୍ତ ଇସ୍ରାଏଲୀୟମାନେ ନିଜ ନିଜ ନଗରରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ ସନ୍ତାନଗଣ ଆପଣା ନଗରରେ ଥିଲେ।