Nehemiah 8:1 — Compare Translations
5 translations compared side by side
Odia - 1840
"ତେଣୁ ସମସ୍ତ ଲୋକମାନେ ଜଳଦ୍ବାର ନିକଟରେ ଥିବା ଛକରେ ଏକମନ ରେ ଏକତ୍ରୀତ ହେଲେ। ସଦାପ୍ରଭୁ ଇଶ୍ରାୟେଲକୁ ମାଶାଙ୍କେର ଯେଉଁ ବ୍ଯବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସମାନେେ ଏଜ୍ରା ଲିପିକାରଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମସ୍ତ ଲୋକ ଏକ ବ୍ୟକ୍ତି ତୁଲ୍ୟ ଜଳଦ୍ଵାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ⇧ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରା ବ୍ୟବସ୍ଥାମାନ ପଢ଼ିଲେ ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।