Nehemiah 8:10 — Compare Translations

5 translations compared side by side

Odia - 1840
"ଆଉ ସେ ସମାନଙ୍କେୁ କହିଲେ, ଘରକୁ ୟାଅ, ଚିକ୍କଣ ଦ୍ରବ୍ଯ ଭୋଜନ କର, ସୁମିଷ୍ଟ ଦ୍ରବ୍ଯ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହାଇେ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ କହିଲା, ଆପଣା ଆପଣା ପଥରେ ଯାଅ, ଚିକ୍କଣ-ଦ୍ରବ୍ୟ ଭୋଜନ କର ଓ ସୁମିଷ୍ଟ-ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ ଅଂଶ ପଠାଅ; କାରଣ ଆଜିଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ସେମାନଙ୍କୁ କହିଲେ, “ଘରକୁ ଯାଅ, ଚି‌କ୍‌କଣ ଦ୍ରବ୍ୟ ଭୋଜନ କର, ସୁମିଷ୍ଟ ଦ୍ରବ୍ୟ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହୋଇ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”
Odia IRV 2017 (ଓଡିଆ ବାଇବେଲ)