Nehemiah 8:12 — Compare Translations
5 translations compared side by side
Odia - 1840
"ଏହାପରେ ସମସ୍ତ ଲୋକମାନେ ଭୋଜନପାନ କରିବାକୁ, ଉପହାର ପଠାଇବାକୁ ଓ ଆନନ୍ଦ କରିବାକୁ ଗ୍ଭଲିଗଲେ, କାରଣ ସମାନେେ ପଢିଥିବା ବାକ୍ଯର ଅର୍ଥ ବୁଝି ପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେସମସ୍ତେ ଭୋଜନପାନ କରିବାକୁ ଓ ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସମସ୍ତ ଲୋକମାନେ ଭୋଜନପାନ କରିବାକୁ, ଉପହାର ପଠାଇବାକୁ ଓ ଆନନ୍ଦ କରିବାକୁ ଗ୍ଭଲିଗଲେ, କାରଣ ସେମାନେ ପଢ଼ିଥିବା ବାକ୍ୟର ଅର୍ଥ ବୁଝି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।