Nehemiah 8:13 — Compare Translations

5 translations compared side by side

Odia - 1840
"ଏହାପରେ ଦ୍ବିତୀୟ ଦିନ, ସମଗ୍ର ଲୋକଙ୍କର ପରିବାରର ପ୍ରଧାନବର୍ଗ, ଯାଜକମାନେ ଓ ଲବେୀୟମାନେ ବ୍ଯବସ୍ଥାର ବାକ୍ଯ ବିବଚେନା କରିବା ନିମନ୍ତେ ଏଜ୍ରା ଲିପିକାର ନିକଟରେ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦ୍ଵିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଅଧ୍ୟାପକ ନିକଟରେ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦ୍ୱିତୀୟ ଦିନ, ସମଗ୍ର ଲୋକଙ୍କର ପରିବାରର ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଏଜ୍ରା ଲିପିକାର ନିକଟରେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱିତୀୟ ଦିନ ସମଗ୍ର ଲୋକଙ୍କର ପିତୃବଂଶୀୟ ପ୍ରଧାନବର୍ଗ, ଯାଜକମାନେ ଓ ଲେବୀୟମାନେ ବ୍ୟବସ୍ଥାର ବାକ୍ୟ ବିବେଚନା କରିବା ନିମନ୍ତେ ଅଧ୍ୟାପକ ଏଜ୍ରା ନିକଟରେ ଏକତ୍ରିତ ହେଲେ।