Nehemiah 8:14 — Compare Translations
5 translations compared side by side
Odia - 1840
"ସମାନେେ ମାଶାଙ୍କେର ବ୍ଯବସ୍ଥା ପୁସ୍ତକ ପଢିଲେ ଏବଂ ତାଙ୍କର ନିର୍ଦ୍ଧେଶ ସବୁ ପାଇଲେ। ସଦାପ୍ରଭୁ ମାଶାଙ୍କେ ମାଧ୍ଯମ ରେ ତାଙ୍କର ନିର୍ଦ୍ଦେଶ ଜଣାଇଥିଲେ। ବର୍ଷର ସପ୍ତମ ମାସ ରେ ଇଶ୍ରାୟେଲୀୟ ବାସୀମାନେ କ୍ଷଣସ୍ଥାଯୀ କୁଟୀରପର୍ବ ପାଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ ବାସ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋଶାଙ୍କର ବ୍ୟବସ୍ଥା ପୁସ୍ତକ ପଢ଼ିଲେ ଏବଂ ତାଙ୍କର ନିର୍ଦ୍ଦେଶ ସବୁ ପାଇଲେ। ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ତାଙ୍କର ନିର୍ଦ୍ଦେଶ ଜଣାଇଥିଲେ। ବର୍ଷର ସପ୍ତମ ମାସରେ ଇସ୍ରାଏଲୀୟ ବାସୀମାନେ କ୍ଷଣସ୍ଥାୟୀ କୁଟୀରପର୍ବ ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ;