Nehemiah 8:15 — Compare Translations
5 translations compared side by side
Odia - 1840
"ସମାନେେ ଯେତବେେଳେ ଏହା ଶୁଣିଲେ, ସମାନେେ ଏହି ବାର୍ତ୍ତା ୟିରୁଶାଲମକୁ ଓ ସମାନଙ୍କେ ସମସ୍ତ ନଗରକୁ ପଠାଇଲେ। ପର୍ବତମଯ ଦେଶକୁ ୟାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ଯ, ମେ ହନ୍ଦେି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡିର କ୍ଷଣସ୍ଥାଯୀ ପତ୍ରକୂଟୀର ତିଆରି କରିବା ରେ ବ୍ଯବହାର କର। ଏହିପରି କର କାରଣ ତାହା ବ୍ଯବସ୍ଥା ପୁସ୍ତକରେ ଲିଖିତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦିଶାଖା ଓ ଖର୍ଜ୍ଜୁରଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେତେବେଳେ ଏହା ଶୁଣିଲେ, ସେମାନେ ଏହି ବାର୍ତ୍ତା ଯିରୁଶାଲମକୁ ଓ ସେମାନଙ୍କ ସମସ୍ତ ନଗରକୁ ପଠାଇଲେ। “ପର୍ବତମୟ ଦେଶକୁ ଯାଅ ଏବଂ ଅଲିଭ ବୃକ୍ଷରୁ ଡାଳ, ଜଙ୍ଗଲି ଅଲିଭି ତୁଲ୍ୟ, ମେହେନ୍ଦି ବୃକ୍ଷର ଶାଖା, ଖଜୁରୀ ଶାଖା ଓ ଗହଳିଆ ଶାଖା ସଂଗ୍ରହ କର। ଏହି ଶାଖାଗୁଡ଼ିର କ୍ଷଣସ୍ଥାୟୀ ପତ୍ରକୂଟୀର ତିଆରି କରିବାରେ ବ୍ୟବହାର କର। ଏହିପରି କର କାରଣ ତାହା ବ୍ୟବସ୍ଥା ପୁସ୍ତକରେ ଲିଖିତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”