Nehemiah 8:16 — Compare Translations
5 translations compared side by side
Odia - 1840
"ତହିଁରେ ଲୋକମାନେ ବାହା ରେ ୟାଇ ତାହା ସବୁ ଆଣି ଆପଣା ପାଇଁ ପତ୍ର କୁଟୀର ନିର୍ମାଣ କଲେ। ପ୍ରେତ୍ୟକକ ନିଜ ନିଜ ଗୃହର ଛାତ ଉପରେ ଓ ପ୍ରାଙ୍ଗଣ ରେ ପରମେଶ୍ବରଙ୍କ ଗୃହର ସବୁ ପ୍ରାଙ୍ଗଣ ରେ ଓ ଜଳ ଦ୍ବାର ଛକରେ ଓ ଇଫ୍ରଯିମ ଦ୍ବାର ଛକରେ ଅସ୍ଥାଯୀ କୁଟୀର ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ଵରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ଵାରର ଛକରେ ଓ ଇଫ୍ରୟିମ-ଦ୍ଵାରର ଛକରେ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଲୋକମାନେ ବାହାରେ ଯାଇ ତାହା ସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ। ପ୍ରତ୍ୟେକ ନିଜ ନିଜ ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ପରମେଶ୍ୱରଙ୍କ ଗୃହର ସବୁ ପ୍ରାଙ୍ଗଣରେ ଓ ଜଳ ଦ୍ୱାର ଛକରେ ଓ ଇଫ୍ରୟିମ ଦ୍ୱାର ଛକରେ ଅସ୍ଥାୟୀ କୁଟୀର ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ବାହାରକୁ ଯାଇ ତାହାସବୁ ଆଣି ଆପଣା ପାଇଁ ପତ୍ରକୁଟୀର ନିର୍ମାଣ କଲେ, ପ୍ରତ୍ୟେକେ ଆପଣା ଆପଣା ଗୃହର ଛାତ ଉପରେ ଓ ପ୍ରାଙ୍ଗଣରେ ଓ ପରମେଶ୍ୱରଙ୍କ ଗୃହର ସକଳ ପ୍ରାଙ୍ଗଣରେ ଓ ଜଳଦ୍ୱାରର ଛକରେ ଓ ଇଫ୍ରୟିମ-ଦ୍ୱାରର ଛକରେ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)