Nehemiah 8:17 — Compare Translations
5 translations compared side by side
Odia - 1840
"ନିର୍ବାସୀତ ଫରେି ଆସିଥିବା ଲୋକଙ୍କର ସମଗ୍ର ଦଳ ପତ୍ରକୁଟୀର ନିର୍ମାଣ କରି ତହିଁ ମଧିଅରେ ବାସ କଲେ। ନୂନର ପୁତ୍ର ଯଶୂେଯର ସମଯାବଧି ସହେିଦିନ ପର୍ୟ୍ଯନ୍ତ ଇଶ୍ରାୟେଲର ସନ୍ତାନଗଣ ସପରେି କରି ନଥିଲେ। ଏଣୁ ଏଥିପାଇଁ ବଡ ଆନନ୍ଦ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବନ୍ଦୀତ୍ଵରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି କରି ନ ଥିଲେ । ଏଣୁ ଅତି ବଡ଼ ଆନନ୍ଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବାସିତ ଫେରି ଆସିଥିବା ଲୋକଙ୍କର ସମଗ୍ର ଦଳ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ। ନୂନର ପୁତ୍ର ଯିହୋଶୂୟର ସମୟାବଧି ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନଗଣ ସେପରି କରି ନ ଥିଲେ। ଏଣୁ ଏଥିପାଇଁ ବଡ଼ ଆନନ୍ଦ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବନ୍ଦୀତ୍ୱରୁ ଫେରି ଆସିଥିବା ଲୋକଙ୍କର ସମସ୍ତ ସମାଜ ପତ୍ରକୁଟୀର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ; ନୂନର ପୁତ୍ର ଯେଶୂୟର ସମୟଠାରୁ ସେହି ଦିନ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସେପରି ଆନନ୍ଦ କରି ନ ଥିଲେ। ଏଣୁ ଅତି ବଡ଼ ଆନନ୍ଦ ହେଲା।