Nehemiah 8:18 — Compare Translations

5 translations compared side by side

Odia - 1840
"ଆହୁରି ସେ ପ୍ରଥମ ଦିନାବଧି ଶଷଦେିନ ପର୍ୟ୍ଯନ୍ତ ପ୍ରତିଦିନ ପରମେଶ୍ବରଙ୍କ ବ୍ଯବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତଦିନ ପର୍ୟ୍ଯନ୍ତ ପର୍ବପାଳନ କଲେ। ଆଉ ନିଯମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ଵରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲା । ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବିଧାନାନୁସାରେ ଅଷ୍ଟମ ଦିନ ମହାସଭା ହେଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସେ ପ୍ରଥମ ଦିନାବଧି ଶେଷଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ। ଆଉ ନିୟମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।