Nehemiah 8:2 — Compare Translations
5 translations compared side by side
Odia - 1840
"ସପ୍ତମ ମାସର ପ୍ରଥମ ଦିନ ରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖ ରେ ବ୍ଯବସ୍ଥାପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝିପାରନ୍ତି, ସେସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ମାସର ପ୍ରଥମ ଦିନରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖରେ ବ୍ୟବସ୍ଥା ପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।