Nehemiah 8:3 — Compare Translations

5 translations compared side by side

Odia - 1840
"ସେ ଜଳଦ୍ବାର ସମ୍ମୁଖସ୍ଥ ଛକରେ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ଆଗ ରେ ପ୍ରଭାତରୁ ମଧ୍ଯାହ୍ନ ପର୍ୟ୍ଯନ୍ତ ସହେି ବ୍ଯବସ୍ଥା ପୁସ୍ତକରୁ ପାଠ କଲେ। ଆଉ ସମସ୍ତ ଲୋକେ ତାହା ଶ୍ରବଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଜଳଦ୍ଵାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲା; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ଆଗରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ଆଉ ସମସ୍ତ ଲୋକେ ତାହା ଶ୍ରବଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା।
Odia IRV 2017 (ଓଡିଆ ବାଇବେଲ)