Nehemiah 8:4 — Compare Translations
5 translations compared side by side
Odia - 1840
"ଏଜ୍ରା ଯାଜକ ସହେି କାର୍ୟ୍ଯ ନିମନ୍ତେ ନିର୍ମିତ କାଠମଯ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାଶର୍ବ ରେ ତାଙ୍କ ନିକଟରେ ମତ୍ତଥିଯ, ଶମାେ, ଅନାଯ, ଊରିଯ, ହିଲ୍କିଯ, ମା ସଯେ ଠିଆ ହେଲେ, ଏବଂ ତାଙ୍କ ବାମ ପାଶର୍ବ ରେ ପଦାଯ ଓ ମୀଶାଯଲେ, ମଲକିଯ, ହଶୁମ ଓ ହଶ୍ବଦ୍ଦାନା, ଜିଖରିଯ ଓ ମଶୁଲ୍ଲମ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଷ୍ଠମୟ ମଞ୍ଚା ଉପରେ ଠିଆ ହେଲା; ଆଉ, ଦକ୍ଷିଣ ପାର୍ଶ୍ଵରେ ତାହା ନିକଟରେ ମତ୍ତଥୀୟ ଓ ଶେମା ଓ ଅନାୟ ଓ ଊରୀୟ ଓ ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ ଓ ମୀଶାୟେଲ୍ ଓ ମଲକୀୟ ଓ ହଶୁମ୍ ଓ ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରା ଯାଜକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠମୟ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାର୍ଶ୍ୱରେ ତାଙ୍କ ନିକଟରେ ମତ୍ତଥିୟ, ଶେମା, ଅନାୟ, ଊରିୟ, ହିଲ୍କିୟ, ମାସେୟ ଠିଆ ହେଲେ, ଏବଂ ତାଙ୍କ ବାମ ପାର୍ଶ୍ୱରେ ପଦାୟ ଓ ମୀଶାୟେଲ, ମଲ୍କିୟ, ହଶୁମ ଓ ହଶ୍ବଦ୍ଦାନା, ଯିଖରିୟ ଓ ମଶୁଲ୍ଲମ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍କୀୟ, ହଶୂମ, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)