Nehemiah 8:5 — Compare Translations

5 translations compared side by side

Odia - 1840
"ଏହାପରେ ଏଜ୍ରା ସମସ୍ତ ଲୋକଙ୍କ ସମ୍ମୁଖ ରେ ସହେି ବ୍ଯବସ୍ଥା ପୁସ୍ତକ ଫିଟାଇଲେ। କାରଣ ଏଜ୍ରା ସମସ୍ତଙ୍କଠାରୁ ଉଚ୍ଚ ସ୍ଥାନ ରେ ଛିଡା ହାଇେଥିଲେ। ସେ ବ୍ଯବସ୍ଥା ପୁସ୍ତକ ଫିଟାଇବା ସମୟରେ ସମସ୍ତେ ଛିଡା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲା; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ଵରେ ଠିଆ ହୋଇଥିଲା; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏଜ୍ରା ସମସ୍ତ ଲୋକଙ୍କ ସମ୍ମୁଖରେ ସେହି ବ୍ୟବସ୍ଥା ପୁସ୍ତକ ଫିଟାଇଲେ। କାରଣ ଏଜ୍ରା ସମସ୍ତଙ୍କଠାରୁ ଉଚ୍ଚ ସ୍ଥାନରେ ଛିଡ଼ା ହୋଇଥିଲେ। ସେ ବ୍ୟବସ୍ଥା ପୁସ୍ତକ ଫିଟାଇବା ସମୟରେ ସମସ୍ତେ ଛିଡ଼ା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଉର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ।