Nehemiah 8:6 — Compare Translations
5 translations compared side by side
Odia - 1840
"ତେଣୁ ଏଜ୍ରା ସଦାପ୍ରଭୁ ମହାନ ପରମେଶ୍ବରଙ୍କର ପ୍ରଶଂସା କଲା। ଏବଂ ସମସ୍ତ ଲୋକ ନିଜ ନିଜର ହସ୍ତ ଉଠାଇ କହିଲେ, ଆମେନ୍! ଆମେନ୍!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଜ୍ରା ମହାନ ପରମେଶ୍ଵର ସଦାପ୍ରଭୁଙ୍କର ଧନ୍ୟବାଦ କଲା । ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଜ୍ରା ସଦାପ୍ରଭୁ ମହାନ ପରମେଶ୍ୱରଙ୍କର ପ୍ରଶଂସା କଲା। ଏବଂ ସମସ୍ତ ଲୋକ ନିଜ ନିଜର ହସ୍ତ ଉଠାଇ କହିଲେ, “ଆମେନ୍! ଆମେନ୍!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଜ୍ରା ମହାନ୍ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ “ଆମେନ୍,” “ଆମେନ୍” ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ।