Nehemiah 8:7 — Compare Translations

5 translations compared side by side

Odia - 1840
"ଯଶୂେଯ, ବାନି, ଶେ ରବେିଯ, ୟାମୀନ୍, ଅକ୍କ୍କବ୍, ଶଦ୍ଦଥଯ, ଦୋଦୀଯ, ମା ସଯେ, କଲିଟ୍, ଅସରିଯ, ୟୋଷାବଦ୍, ହାନନ୍, ପଲାଯ ଏହି ଲୋକମାନେ ଲବେୀୟ ଗୋଷ୍ଠୀର ଥିଲେ। ସମାନେେ ଲୋକମାନଙ୍କୁ ବ୍ଯବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନ ରେ ଛିଡା ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଶୂୟ, ବାନି, ଶେରେବିୟ, ଯାମୀନ୍, ଅ‌କ୍‌କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ୍, ଅସରିୟ, ଯୋଷାବଦ୍, ହାନନ୍, ପଲାୟ ଏହି ଲୋକମାନେ ଲେବୀୟ ଗୋଷ୍ଠୀର ଥିଲେ। ସେମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ ଏବଂ ଲୋକମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍‍, ଅକ୍‍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍‍, ହାନନ୍‍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇ ଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ।