Nehemiah 8:9 — Compare Translations

5 translations compared side by side

Odia - 1840
"ଦଶାେଧ୍ଯକ୍ଷ ନିହିମିଯା, ଲିପିକାର ଓ ଯାଜକ ଏଜ୍ରା ଓ ଲବେୀୟମାନେ, ଯେଉଁମାନେ ବୁଝିବା ରେ ଲୋକମାନଙ୍କୁ ସାହାୟ୍ଯ କଲେ, ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ଶୋକ କରନାହିଁ କି ରୋଦନ କରନାହିଁ। ସମାନେେ ଏହା କହିଲେ, କାରଣ ବ୍ଯବସ୍ଥା ବାକ୍ଯ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକ ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର । କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶାଧ୍ୟକ୍ଷ ନିହିମିୟା, ଲିପିକାର ଓ ଯାଜକ ଏଜ୍ରା ଓ ଲେବୀୟମାନେ, ଯେଉଁମାନେ ବୁଝିବାରେ ଲୋକମାନଙ୍କୁ ସାହାଯ୍ୟ କଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ଶୋକ କର ନାହିଁ କି ରୋଦନ କର ନାହିଁ।” ସେମାନେ ଏହା କହିଲେ, କାରଣ ବ୍ୟବସ୍ଥା ବାକ୍ୟ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।