Nehemiah 9:1 — Compare Translations

5 translations compared side by side

Odia - 1840
"ସହେି ମାସ ଚବିଶ ଦିନ ରେ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହେଲେ। ସମାନେେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସମାନଙ୍କେ ମୁଣ୍ତ ରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମାସର ଚତୁର୍ବିଂଶ ଦିନରେ ଇସ୍ରାଏଲ-ସନ୍ତାନଗଣ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ଉପରେ ମାଟି ଦେଇ ଏକତ୍ରିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସେମାନଙ୍କର ପାପ ସ୍ୱୀକାର କଲେ ସେହି ମାସର ଚବିଶ ଦିନରେ ଇସ୍ରାଏଲର ଲୋକମାନେ ଏକତ୍ରିତ ହେଲେ। ସେମାନେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସେମାନଙ୍କ ମୁଣ୍ତରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମାସର ଚବିଶତମ ଦିନରେ ଇସ୍ରାଏଲ-ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ମାସର ଚବିଶତମ ଦିନରେ ଇସ୍ରାଏଲ ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।