Nehemiah 9:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ଫାରୋ ଓ ତାହାର ସମସ୍ତ ଦାସ ଓ ତା'ର ଦେଶସ୍ଥ ସମୁଦାଯ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ୟ୍ଯ କର୍ମମାନ ଦଖାଇେଲେ। କାରଣ ମିଶରୀଯମାନେ ସମାନଙ୍କେ ବିରୁଦ୍ଧ ରେ ରୁକ୍ଷ ବ୍ଯବହାର କଲେ। ଏଣୁ ତୁମ୍ଭେ ଆଜିର ନ୍ଯାଯ ଆପଣା ନାମ ପ୍ରସିଦ୍ଧ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜିର ନ୍ୟାୟ ଆପଣା ନାମ ପ୍ରସିଦ୍ଧ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଫାରୋ ଓ ତାହାର ସମସ୍ତ ଦାସ ଓ ତା’ର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମମାନ ଦେଖାଇଲ। କାରଣ ମିଶରୀୟମାନେ ସେମାନଙ୍କ ବିରୁଦ୍ଧରେ ରୁକ୍ଷ ବ୍ୟବହାର କଲେ। ଏଣୁ ତୁମ୍ଭେ ଆଜିର ନ୍ୟାୟ ଆପଣା ନାମ ପ୍ରସିଦ୍ଧ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ପ୍ରକାଶ କଲ; କାରଣ ମିସରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।