Nehemiah 9:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମାନଙ୍କେ ସାକ୍ଷାତ ରେ ସମୁଦ୍ରକୁ ଭାଗ କଲ। ସମାନେେ ଶୁଷ୍କ ଭୂମି ଦଇେ ୟିବାପରି ସମୁଦ୍ର ମଧିଅରେ ଗଲେ। ମାତ୍ର ଗଭୀର ଜଳ ରେ ପ୍ରସ୍ତର ତୁଲ୍ଯ ତୁମ୍ଭେ ସମାନଙ୍କେ ପେଛ ଗୋଡଇବା ଲୋକମାନଙ୍କୁ ଅଗାଧ ସମୁଦ୍ର ରେ ନିକ୍ଷପେ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ଭାଗ କଲ। ସେମାନେ ଶୁଷ୍କ ଭୂମି ଦେଇ ଯିବାପରି ସମୁଦ୍ର ମଧ୍ୟରେ ଗଲେ। ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।
Odia IRV 2017 (ଓଡିଆ ବାଇବେଲ)