Nehemiah 9:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ଦିବସ ରେ ମେଘ ସ୍ତମ୍ଭ ଦ୍ବାରା, ରାତ୍ର ରେ ସମାନଙ୍କେ ୟିବା ବାଟକୁ ଦୀପ୍ତି ଦବୋ ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ବାରା ଗମନ କରାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ଵାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ଵାରା ସେମାନଙ୍କୁ ଗମନ କରାଇଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଦିବସରେ ମେଘ ସ୍ତମ୍ଭ ଦ୍ୱାରା, ରାତ୍ରିରେ ସେମାନଙ୍କ ଯିବା ବାଟକୁ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ଗମନ କରାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।