Nehemiah 9:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ସୀନଯ ପର୍ବତକୁ ଓହ୍ଲାଇ ଆସିଲ। ସ୍ବର୍ଗରୁ ସମାନଙ୍କେ ସହିତ କଥାବାର୍ତ୍ତା କଲ। ସମାନଙ୍କେୁ ଯଥାର୍ଥ ଶାସନ ଓ ସତ୍ଯ ବ୍ଯବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ଵର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସିଲ। ସ୍ୱର୍ଗରୁ ସେମାନଙ୍କ ସହିତ କଥାବାର୍ତ୍ତା କଲ। ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତୁମ୍ଭେ ସୀନୟ ପର୍ବତକୁ ଓହ୍ଲାଇ ଆସି ସ୍ୱର୍ଗରୁ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କଲ ଓ ସେମାନଙ୍କୁ ଯଥାର୍ଥ ଶାସନ ଓ ସତ୍ୟ ବ୍ୟବସ୍ଥା, ଉତ୍ତମ ବିଧି ଓ ଆଜ୍ଞା ପ୍ରଦାନ କଲ;