Nehemiah 9:14 — Compare Translations

5 translations compared side by side

Odia - 1840
"ସମାନଙ୍କେୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମାଶାଙ୍କେ ହସ୍ତ ରେ ସମାନଙ୍କେୁ ଆଜ୍ଞା ଓ ବିଧି ବ୍ଯବସ୍ଥା ଆଦେଶ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ବ୍ୟବସ୍ଥା ଆଦେଶ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;