Nehemiah 9:16 — Compare Translations
5 translations compared side by side
Odia - 1840
"ମାତ୍ର ସମାନେେ, ଆମ୍ଭମାନଙ୍କ ପୁର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସମାନେେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସମାନେେ ପାଳନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ, ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସେମାନେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସେମାନେ ପାଳନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,