Nehemiah 9:17 — Compare Translations
5 translations compared side by side
Odia - 1840
"ସମାନେେ ନିଯମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସମାନେେ, ସମାନଙ୍କେ ପାଇଁ କରିଥିବା ଆଶ୍ଚର୍ୟ୍ଯ କର୍ମମାନ ମନେ ରଖିଲେ ନାହିଁ। ସମାନେେ ଜିଦ୍ଖୋର ଥିଲେ। ଦାସତ୍ବ ଅବସ୍ଥାକୁ ଫରେିୟିବା ନିମନ୍ତେ ବିଦ୍ରୋହ ଭାବରେ ଜଣଙ୍କୁ ପ୍ରଧାନ କରି ନିୟୁକ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ ଓ ଦାସତ୍ଵାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ଵର ଅଟ⇧, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିୟମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସେମାନେ, ସେମାନଙ୍କ ପାଇଁ କରିଥିବା ଆଶ୍ଚର୍ଯ୍ୟ କର୍ମମାନ ମନେ ରଖିଲେ ନାହିଁ। ସେମାନେ ଜିଦ୍ଖୋର ଥିଲେ। ଦାସତ୍ୱ ଅବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତି କଲେ। “ତଥାପି ତୁମ୍ଭେ ସେମାନଙ୍କୁ କ୍ଷମା କରିବାକୁ ଉଦ୍ୟତ, କୃପାମୟ, ସ୍ନେହଶୀଳ, କ୍ରୋଧରେ ଧିର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ। ଏଣୁ ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।