Nehemiah 9:18 — Compare Translations

5 translations compared side by side

Odia - 1840
"ସମାନେେ ଯେତବେେଳେ ଛାଞ୍ଚଢଳା ଗୋବତ୍ସ ନିର୍ମାଣ କଲେ, ' ଯେଉଁ ଦବେତା ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ,' ସେ ଇଏ ଅଟେ। ଏହା କହି ସମାନେେ ପରମେଶ୍ବରଙ୍କର ବହୁତ ନିନ୍ଦା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଯେତେବେଳେ ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କଲେ ଓ ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି, ଏହା କହି ମହାବିରକ୍ତିଜନକ କାର୍ଯ୍ୟ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେତେବେଳେ ଛାଞ୍ଚ ଢଳା ଗୋବତ୍ସ ନିର୍ମାଣ କଲେ, ‘ଯେଉଁ ଦେବତା ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ, ସେ ଇଏ ଅଟେ।’ ଏହା କହି ସେମାନେ ପରମେଶ୍ୱରଙ୍କର ବହୁତ ନିନ୍ଦା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, ‘ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,’ ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
Odia IRV 2017 (ଓଡିଆ ବାଇବେଲ)
ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, “ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,” ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;