Nehemiah 9:19 — Compare Translations
5 translations compared side by side
Odia - 1840
"ସେତବେେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସମାନଙ୍କେୁ ପ୍ରାନ୍ତର ରେ ପରିତ୍ଯାଗ କଲ ନାହିଁ। ପଥ ପଢାଇବା ନିମନ୍ତେ ଦିବସ ରେ ମେଘସ୍ତମ୍ଭ ଓ ରାତ୍ରି ରେ ଅଗ୍ନି ମଶାଲକୁ ସମାନଙ୍କେଠାରୁ ଛଡାଇ ନଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ। ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନି ମଶାଲକୁ ସେମାନଙ୍କଠାରୁ ଛଡ଼ାଇ ନେଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)