Nehemiah 9:2 — Compare Translations

5 translations compared side by side

Odia - 1840
"ସହେି ଲୋକମାନଙ୍କ ମଧ୍ଯରୁ ଯେଉଁମାନେ ଇଶ୍ରାୟେଲୀୟ ବଂଶ ସମାନେେ ବିଦେଶିମାନଙ୍କ ନିକଟରୁ ଅଲଗା ଠିଆ ହେଲେ। ଇଶ୍ରାୟେଲୀୟମାନେ ମନ୍ଦିର ରେ ଠିଆ ହାଇେ ନିଜର ପାପ ସ୍ବୀକାର କରିବା ସଙ୍ଗେ ସଙ୍ଗେ ସମାନଙ୍କେ ପୂର୍ବପୁରୁଷଗଣ କରିଥିବା ପାପ ସ୍ବିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପିତୃଲୋକଙ୍କର ଅପରାଧ ସ୍ଵୀକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କ ମଧ୍ୟରୁ ଯେଉଁମାନେ ଇସ୍ରାଏଲୀୟ ବଂଶ ସେମାନେ ବିଦେଶିମାନଙ୍କ ନିକଟରୁ ଅଲଗା ଠିଆ ହେଲେ। ଇସ୍ରାଏଲୀୟମାନେ ମନ୍ଦିରରେ ଠିଆ ହୋଇ ନିଜର ପାପ ସ୍ୱୀକାର କରିବା ସଙ୍ଗେ ସଙ୍ଗେ ସେମାନଙ୍କ ପୂର୍ବପୁରୁଷଗଣ କରିଥିବା ପାପ ସ୍ୱୀକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲ ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲ-ବଂଶ ବିଦେଶୀୟ ସମସ୍ତଙ୍କଠାରୁ ଆପଣାମାନଙ୍କୁ ପୃଥକ୍‍ କଲେ, ପୁଣି ଠିଆ ହୋଇ ଆପଣା ଆପଣା ପାପ ଓ ଆପଣା ଆପଣା ପୂର୍ବପୁରୁଷଗଣଙ୍କ ଅପରାଧ ସ୍ୱୀକାର କଲେ।